Author: Subhasmita Nayak

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଆଜି ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ମୁଖ୍ୟ ଶାସନ ସଚିବଙ୍କ ସହ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ। ଉନ୍ନୟନ କମିଶନର, ଅର୍ଥ ସଚିବଙ୍କ ସହ ଅନ୍ୟ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ। ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ…

ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ

ବରିଷ୍ଠ ରାଜନେତା ସୁର ନାୟକଙ୍କୁ ଭେଟିଲେ ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ। ଭୁବନେଶ୍ବର ବାସଭବନରେ ଭେଟିବା ସହ ସୁରଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ ଶ୍ରୀ ହରିଚନ୍ଦନ।

ଜୁଲାଇ ପହିଲାରୁ ଲାଗୁ ହେବ ନୂଆ ଆଇନ

ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ଆଇନ ଲାଗୁ ହେବ। ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଅଇନରେ ପରିବର୍ତ୍ତନ ଆଣିବାକୁ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜୁଲାଇ ୧ରୁ ପୂର୍ବ…

ଆସନ୍ତା ୧୭ରୁ ଛେଚିବ ବର୍ଷା

ଆସନ୍ତା ୧୭ରୁ ବଢ଼ିବ ବର୍ଷା। ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ସୂଚନା। ୧୮ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ହେବ ବର୍ଷା। ମୌସୁମୀ ବର୍ତ୍ତମାନ କୋରାପୁଟରେ ସକ୍ରିୟ ରହିଥିବାବେଳେ ଆଗାମୀ ୩ରୁ ୪ ଦିନ ଭିତରେ ଆଗକୁ ଅଗ୍ରସର ହେବ।…

କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ

ଶୁକ୍ରବାର କୋଲକାତାର ଏକ ମଲ୍‌ରେ ବ୍ୟାପକ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଅନେକ ଲୋକ ସେଠାରେ ଫଶିକି ରହିଥିବା ସନ୍ଦେହ କରାଯାଉଛି। କୋଲକାତାର ଆକ୍ରୋପଲିସ୍ ମଲରେ ଅଗ୍ନିକାଣ୍ଡ ସମ୍ପର୍କରେ ସତର୍କ ସୂଚନା ପାଇବା ପରେ ଅତି କମରେ ଦଶଟି…

ଓଡ଼ିଶାର ଗଣ ପର୍ବ ରଜ ଉତ୍ସବର ମହତ୍ତ୍ୱ

ଭାରତୀୟ ସଂସ୍କୃତିରେ ପର୍ବପର୍ବାଣୀଗୁଡ଼ିକ ଆମ ଜୀବନ ସହିତ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ସାମାଜିକ ଜୀବନକୁ ସରସ ସୁନ୍ଦର କରିବା ପାଇଁ ସାଧାରଣତଃ ପର୍ବଗୁଡ଼ିକର ସୃଷ୍ଟି। ଓଡ଼ିଶାରେ ପାଳନ କରାଯାଉଥିବା ପର୍ବମାନଙ୍କ ମଧ୍ୟରୁ ରଜ ପର୍ବ ଅନ୍ୟତମ। ଏହା ଓଡ଼ିଶାର ଝିଅ ବୋହୂମାନଙ୍କର…

ଛାତ୍ର ରାଜନୀତିକୁ ସମାପ୍ତ କରିଥିଲା ବିଜେଡି; ନୂଆ ସରକାରଠୁ ରହିଛି ଆଶା

ଛାତ୍ର ଜୀବନରୁ ହିଁ ଭବିଷ୍ୟତ ଗଢ଼ିବାର ମୂଳଦୁଆ ପଡ଼ିଥାଏ। ସେହିପରି ଛାତ୍ର ଜୀବନରୁ ହିଁ ନେତୃତ୍ୱ ନେବାର କ୍ଷମତା ଓ ସେବା ମନୋବୃତ୍ତି ଭବିଷ୍ୟତରେ ଜଣେ ଭଲ ରାଜନେତା ଓ ସେବକ ସୃଷ୍ଟି କରିବାରେ ସହାୟକ ହୋଇଥାଏ। ସେଥିପାଇଁ ଆରମ୍ଭରୁ ହିଁ…

ସୁସ୍ଥ ନବୀନଙ୍କୁ ଅସୁସ୍ଥ କରି ରଖିଥିଲେ କି ଭିକେ ପାଣ୍ଡିଆନ ?

ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ପଛର କାରଣ ଆଉ ପାଣ୍ଡିଆନ ନୁହଁନ୍ତି ତ ? ସେ ନବୀନ ବାବୁଙ୍କ ଉପରେ ମାନସିକ ଚାପ ପକାଉନଥିଲେ ତ ? ପାଣ୍ଡିଆନ ତାଙ୍କୁ ଆଉ କୌଣସି ପ୍ରକାର ଔଷଧ ଦେଉନଥିଲେ ତ ? ଏଭଳି ଅନେକ…

ଜୟ ଜଗନ୍ନାଥ! ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ପ୍ରତିବନ୍ଧକ ହଟିଲା

ସବୁ ପ୍ରତୀକ୍ଷାର ଘଟିଲା ଅନ୍ତ, ଯାହାକୁ ଏ ଆଖି ଦେଖିବାକୁ ଚାହୁଁଥିଲା, ଯାହାକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ସେଇ ମୁହୂର୍ତ୍ତ ଆସି ପହଞ୍ଚିଛି। ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର। ଆଗରୁ ବନ୍ଧା ପଡ଼ିଥିଲା ଧାର୍ମିକ ବିଶ୍ବାସ। ଶ୍ରୀମନ୍ଦିର ୪…

ଲୋକସେବା ଭବନରେ ସାମ୍ବାଦିକ; ଗଣମାଧ୍ୟମ ଫେରିପାଇଲା ସ୍ୱାଧୀନତା

ଚତୁର୍ଥ ସ୍ତମ୍ଭ କୁହାଯାଉଥିବା ଗଣମାଧ୍ୟମ ଫେରିପାଇଲା ସ୍ୱାଧୀନତା। ୪ ବର୍ଷ ପରେ ସାମ୍ବାଦିକଙ୍କ ପାଇଁ ଖୋଲିଲା ଲୋକସେବା ଭବନ। ନୂଆ ସରକାର ଶପଥ ନେବାର କିଛି ସମୟ ମଧ୍ୟରେ ନେଇଛି ଏକ ବଡ଼ ନିଷ୍ପତ୍ତି । ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ…