Author: Subhasmita Nayak

ନବାନ୍ନ ଖାଇଲେ ମୁଖ୍ୟମନ୍ତ୍ରୀ

ନୂଆଁଖାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଁ ଖାଇଲେ। ମୁଖ୍ୟମନ୍ତ୍ରୀ ରବିବାର ସମ୍ବଲପୁର ଗସ୍ତ କରିବା ସହିତ ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଈଙ୍କ ଦର୍ଶନ କରି ଚାଷୀଙ୍କ ଉନ୍ନତି କାମନା କରିଛନ୍ତି। ମା’ଙ୍କୁ ଦର୍ଶନ କରିବା ପରେ ସେ ପଶ୍ଚିମଓଡ଼ିଶାବାସୀଙ୍କୁ ନୂଆଁଖାଇ…

୨୯ ପଦକ ସହ ଭାରତର ପ୍ୟାରିସ ପାରାଲିମ୍ପିକ୍ସ ଅଭିଯାନ ଶେଷ

ପ୍ୟାରିସ ପାରାଲିମ୍ପିକ୍ସ କ୍ରୀଡ଼ା ୨୦୨୪ ରବିବାର ଭାରତ ପାଇଁ ଶେଷ ହୋଇଛି ଯେଉଁଥିରେ ପୂଜା ଓଝା ଫାଇନାଲ ଆଥଲେଟ୍ ହୋଇଛନ୍ତି। ପୂଜା ମହିଳା କାୟାକ୍ ୨୦୦ ମିଟର ଫାଇନାଲକୁ ଯିବାରେ ବିଫଳ ହୋଇ ପ୍ରତିଯୋଗିତାରୁ ବାଦ ପଡ଼ିଥିଲେ। ଫଳରେ ପ୍ୟାରିସ୍ ପାରାଲିମ୍ପିକ୍ସରେ…

ପ୍ରଧାନମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା

ପବିତ୍ର ନୂଆଁଖାଇ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ମୋଦି ଟ୍ୱିଟ କରି କହିଛନ୍ତି, ନୂଆଁଖାଇ ପର୍ବରେ ଆମ କୃଷକମାନଙ୍କ କଠିନ ପରିଶ୍ରମକୁ ସମ୍ମାନ ଜଣାଯାଇଥାଏ । ସେମାନଙ୍କ ଏହି ଉଦ୍ୟମ ଯୋଗୁଁ ଆମ ଦେଶକୁ…

ନବାନ୍ନ ଖାଇ ନୂଆଁଖାଇ ପାଳିଲେ ଧର୍ମେନ୍ଦ୍ର

ସମ୍ବଲପୁରରେ ନବାନ୍ନ ଖାଇ ନୂଆଁଖାଇ ପାଳିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନନ୍ଦପଡ଼ାଠାରେ ଅବସରପ୍ରାପ୍ତ କୃଷି ଅଫିସର ମଦନ ମୋହନ ମିଶ୍ରଙ୍କ ପରିବାର ସଦସ୍ୟଙ୍କ ସହ ନବାନ୍ନ ଖାଇଛନ୍ତି ଶ୍ରୀ ପ୍ରଧାନ। ନୂଆଁଖାଇ ଅବସରରେ ପଶ୍ଚିମ ଓଡିଶାବାସୀଙ୍କ ଖୁସିରେ ସାମିଲ ହେବାକୁ…

ନୂଆପଡ଼ା ଏମଭିଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ନୂଆପଡ଼ା ଏମଭିଆଇ ବିଜୟ ବେହୁରିଆଙ୍କୁ ଗିରଫ କରିଛି ଭିଜିଲାନ୍ସ । ୧ ଲକ୍ଷ ୩୨ ହଜାର ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ଗିରଫ କରିଛି। ଶନିବାର ବିଜୟଙ୍କ ଗାଡ଼ିରୁ ଟଙ୍କା ଜବତ ହୋଇଥିଲା। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧା ମେଡିକାଲ…

ମା’ ସମଲେଶ୍ବରୀଙ୍କୁ ନବାନ୍ନ ଲାଗି

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ଗାଁଠୁ ସହର ଉତ୍ସବମୁଖର ହୋଇଉଠିଛି। ଏହି ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ପାଖରେ ନବାନ୍ନ ଲାଗି ହୋଇଛି। ସକାଳ ୯ଟା ୧୨ରୁ ୯ଟା ୨୭ ମଧ୍ୟରେ ଶୁଭବେଳା ଦେଖି ନବାନ୍ନ ଲାଗି…

ସମ୍ବଲପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

ଗଣପର୍ବ ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାବାସୀ ବେଶ ଉତ୍ସାହିତ। ସବୁଠି ଉତ୍ସବର ମାହୋଲ। ହାଟ ବଜାର ଚଳଚଞ୍ଚଳ। ସଜେଇ ହୋଇଛନ୍ତି ମା’ ସମଲେଶ୍ୱରୀ। ମା’ଙ୍କୁ ଦେଖିବାକୁ ଭକ୍ତଙ୍କ ଭିଡ଼ ଲାଗିଛି। ତେବେ ଲୋକଙ୍କ ଖୁସିରେ ସାମିଲ ହେବାକୁ ସମ୍ବଲପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ…

ପ୍ୟାରିସ ପାରାଲିମ୍ପିକ୍ସ; ନବଦୀପଙ୍କ ଐତିହାସିକ ବିଜୟ

ପ୍ୟାରିସ ପାରାଲିମ୍ପିକ୍ସ ୨୦୨୪ର ଦଶମ ଦିନରେ ଭାରତକୁ ଆସିଛି ଆଉ ୨ଟି ପଦକ। ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ। ପୁରୁଷ ଜାଭେଲିନ୍ ଥ୍ରୋ ଏଫ-୪୧ ଫାଇନାଲରେ ଜାଭେଲିନରେ ନବଦୀପ ସିଂହ ଐତିହାସିକ ବିଜୟ ହୋଇଛି । ତାଙ୍କ ରୌପ୍ୟ ପଦକ…

ତୁହିନକାନ୍ତ ପାଣ୍ଡେ ହେଲେ କେନ୍ଦ୍ର ଅର୍ଥ ସଚିବ

୧୯୮୭ ବ୍ୟାଚ ଓଡିଶା କ୍ୟାଡର ବରିଷ୍ଠ ଆଇଏଏସ ତୁହିନକାନ୍ତ ପାଣ୍ଡେ କେନ୍ଦ୍ର ଅର୍ଥ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। କ୍ୟାବିନେଟ୍ ଆପଏଣ୍ଟମେଣ୍ଟସ୍ କମିଟି ପକ୍ଷରୁ ଏହି ନିଯୁକ୍ତିକୁ ଅନୁମୋଦନ ମିଳିଛି । ୨୦୧୯ ଅକ୍ଟୋବରରୁ କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ଇନଭେଷ୍ଟମେଣ୍ଟ ଆଣ୍ଡ୍…

ଅଗ୍ନି-୪ର ରାତ୍ରିକାଳୀନ ପରୀକ୍ଷଣ

ଅଗ୍ନି-୪ ରାତ୍ରିକାଳୀନ ପରୀକ୍ଷଣ ସଫଳ ହୋଇଛି। ଅବଦୁଲ କଲାମ ଦ୍ୱୀପରୁ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଉଥିବା ଅଗ୍ନି-୪ ମିଜାଇଲର ୯ ନମ୍ବର ଭର୍ସନର ରାତ୍ରିକାଳୀନ ପରୀକ୍ଷଣ ହୋଇଛି। ଆଇସିବିଏମ ଗ୍ରୁପର ଏହି କ୍ଷେପଣାସ୍ତ୍ରର ଲକ୍ଷଭେଦ କ୍ଷମତା ୪ ହଜାର କିମି ରହିଛି।…