Author: Subhasmita Nayak

ପ୍ରଥମ ଥର ଉପମୁଖ୍ୟମନ୍ତ୍ରୀଙ୍କ ଫାର୍ମ ହାଉସରୁ ଦୁବାଇ ଗଲା ଡ୍ରାଗନ ଫଳ

ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଜଣେ ସଫଳ ଚାଷୀ । କନକ ବର୍ଦ୍ଧନ ସିଂଦେଓଙ୍କ ଫାର୍ମ ହାଉସରୁ ଦୁବାଇକୁ ଯାଇଛି ଡ୍ରାଗନ ଫଳ। ଶ୍ରୀ ସିଂଦେଓଙ୍କ ଫାର୍ମ ହାଉସରୁ ଉତ୍ପାଦିତ ଡ୍ରାଗନ ଫଳ ଓଡିଶାରୁ ପ୍ରଥମ ଥର…

ଛାତ୍ର ସଂସଦ ନିର୍ବାଚନ ଦାବିରେ ବିକ୍ଷୋଭ

ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଦାବିରେ ଛାତ୍ର କଂଗ୍ରେସ କର୍ମୀ ଆନ୍ଦୋଳକୁ ଓହ୍ଲାଇଛନ୍ତି । ଭୁବନେଶ୍ୱର ଲୋୟର ପିଏମଜିରେ ଛାତ୍ର କଂଗ୍ରେସ ଆନ୍ଦୋଳନ ଜାରି ରଖିଛନ୍ତି। ବିଧାନସଭା ଘେରାଉ ଉଦ୍ୟମ ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ…

ଝୋଟ ବ୍ୟାଗ୍‌ ଖର୍ଚ୍ଚ ୨୪୭ କୋଟି !

ନିର୍ବାଚନ ପୂର୍ବରୁ ଗତ ବିଜେଡି ସରକାର ଝୋଟ ବ୍ୟାଗ୍‌ ବଣ୍ଟନ ପାଇଁ କେତେ ଟଙ୍କା ଖର୍ଚ୍ଚ କରିଥିଲେ ସେ ନେଇ ତଥ୍ୟ ଆସିଛି । ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚର ତଥ୍ୟ ଶୁଣିଲେ ହୋସ ଉଡିଯିବ। ଝୋଟ…

ଆଧାର ସଂଶୋଧନ ବେଳେ ଦଳାଚକଟା

ସୁଭଦ୍ରା ଯୋଜନାରେ ଆବେଦନ କରିବାକୁ ଆଧାର ସଂଶୋଧନ ପାଇଁ ସୋର ମୁଖ୍ୟ ପୋଷ୍ଟ ଅଫିସରେ ଠେଲାପେଲା ଓ ଦଳାଚକଟା ଦେଖିବାକୁ ମିଳିଛି । ରାତି ୪ଟାରୁ ଆସି ପୋଷ୍ଟ ଅଫିସ ଆଗରେ ଗହଳି ଲଗାଇଛନ୍ତି। ଦଳାଚକଟା ଯୋଗୁଁ ତୀବ୍ର ଅସନ୍ତୋଷ ପ୍ରକାଶ…

ୟୁପି ନକଲି ନୋଟ ରାକେଟ ଠାବ ଘଟଣାରେ ଓଡ଼ିଶା ଲିଙ୍କ

ଉତ୍ତର ପ୍ରଦେଶ ପ୍ରୟାଗରାଜସ୍ଥିତ ମଦ୍ରାସାରେ ଗତ ୨୮ ତାରିଖରେ ନକଲି ନୋଟ୍ ରାକେଟ୍ ଠାବହୋଇଥିବା ବେଳେ ଏଥିରେ ଓଡିଶା ଲିଙ୍କ ଥିବା ଜଣାପଡିଛି। ସନ୍ଦେହଜନକ ଗତିବିଧି ନେଇ ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ପ୍ରୟାଗରାଜ ପୋଲିସ ଚଢ଼ଉ କରିଥିଲା। ରାକେଟ୍‌ରେ…

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ୍ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଛାତ୍ରୀ ହେଲେ କୃତ୍ତିକା ରାଜ। ତାଙ୍କ ଘର ଦିଲ୍ଲୀରେ ହୋଇଥିବା ବେଳେ ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ସୂଚନାଯୋଗ୍ୟ,…

ପ୍ୟାରିସ ପାରାଲିମ୍ପିକ୍ସରେ ଭାରତର ନୂଆ କୀର୍ତ୍ତିମାନ

ପ୍ୟାରିସ ପାରାଲିମ୍ପିକ୍ସରେ ଭାରତର ନୂଆ କୀର୍ତ୍ତିମାନ ଦେଖିବାକୁ ମିଳିଛି। ପ୍ୟାରିସ ପାରାଲିମ୍ପିକ୍ସରେ ଭାରତୀୟ ପାରାଆଥଲେଟ ୬ ଦିନ ମଧ୍ୟରେ ଏଭଳି ସଫଳତା ହାସଲ କରିଛନ୍ତି ଯାହା ପୂର୍ବରୁ କେବେ ହୋଇନଥିଲା। ବାସ୍ତବରେ ଭାରତ ପାରାଲିମ୍ପିକ ଗେମ୍ସରେ ସର୍ବାଧିକ ପଦକ ଜିତି ନୂଆ…

ମା’ ସମଲେଶ୍ୱରୀଙ୍କ ନିକଟକୁ ଆସିଲା ସରିଆ ଧାନ

ଆସନ୍ତା ୮ ତାରିଖରେ ପାଳନ ହେବାକୁ ଯାଉଛି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ନୁଆଁଖାଇରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇଙ୍କୁ ନବାନ୍ନ ଅର୍ପଣ ହେବ। ଆଜି ଚାଷୀ ନିଜ କ୍ଷେତରେ ଅମଳ ହୋଇଥିବା ସରିଆ ଧାନ ମୁଖ୍ୟ ପୂଜକଙ୍କୁ ପ୍ରଦାନ…

ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ

ଛତିଶଗଡ଼ର ଦନ୍ତେୱାଡ଼ାରେ ମଙ୍ଗଳବାର ବଡ଼ଧରଣର ମାଓ ବିରୋଧୀ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟରରେ ୯ ମାଓବାଦୀ ନିହତ ହୋଇଛନ୍ତି। ସୁରକ୍ଷା କର୍ମୀଙ୍କ ସହ ହୋଇଥିବା ଏନକାଉଣ୍ଟରରେ ୯ ଜଣ ମାଓବାଦୀ ନିହତ ହୋଇଛନ୍ତି। ଛତିଶଗଡ଼ର ଦନ୍ତେୱାଡା ଓ…

ବିଧାନସଭାରେ ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ ଉଠାଇ ପୂର୍ବ ସରକାରଙ୍କୁ ଟାର୍ଗେଟ

ଆଜି ବିଧାନସଭାରେ ‘ବ୍ଲାକ୍‌ ରୋଜ୍‌’ ଜାହାଜ ବୁଡ଼ିବା ପ୍ରସଙ୍ଗ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଜଗତସିଂହପୁର ବିଧାୟକ ଅମରେନ୍ଦ୍ର ଦାସ। ଖଣି ବିଭାଗର ଖର୍ଚ୍ଚ ଦାବି ବିଷୟରେ ଆଲୋଚନା ହେଉଥିବା ବେଳେ ପାରାଦୀପ ଉପକୂଳରେ ବୁଡ଼ିଥିବା ବ୍ଲାକରୋଜ୍‌ ଜାହାଜ କାହାର ବୋଲି…