Author: Subhasmita Nayak

ଲଦାଖରେ ୫ଟି ନୂଆ ଜିଲ୍ଲା ଗଠନ

କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ୫ଟି ନୂଆ ଜିଲ୍ଲା ଗଠନ କରିଛି । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ନୂତନ ଜିଲାଗୁଡ଼ିକ ମଧ୍ୟରେ ଜନସ୍କାର, ଦ୍ରାସ୍‌, ଶାମ୍‌, ନୁବ୍ରା ଏବଂ ଚାଙ୍ଗ୍‌ଥାଙ୍ଗ…

ସନ୍ଦୀପଙ୍କ ନିକଟତମଙ୍କୁ ସିବିଆଇର ଜେରା

କୋଲକତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାର ତଦନ୍ତ ବେଳେ ଆର୍ଥିକ ଦୁର୍ନୀତି ମାମଲାରେ ସିବିଆଇ କଲେଜର ପୂର୍ବତନ ଅଧ୍ୟକ୍ଷ ସନ୍ଦୀପ ଘୋଷଙ୍କ ଘରେ ଚଢ଼ଉ କରିଥିଲା। ଆଜି ଏହି ଘଟଣାରେ ସନ୍ଦୀପଙ୍କ ନିକଟତମ ୨ ଡାକ୍ତରଙ୍କୁ ଜେରା କରିଛି।…

କାଲି ଓଡ଼ିଶା ଆସିବେ ଇଡି ନିର୍ଦ୍ଦେଶକ

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିର୍ଦ୍ଦେଶକ ରାହୁଲ ନବୀନ। ଶ୍ରୀ ନବୀନଙ୍କ ୩ ଦିନିଆ ଗସ୍ତରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ସେ କଟକ ଓ ଭୁବନେଶ୍ବରରେ ବିଭାଗୀୟ ଅଧିକାରୀମାନଙ୍କ ସହ ଏସଆଇଟି ବୈଠକରେ ଯୋଗ…

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପିର ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି

ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି । ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣିଆ ପ୍ରାର୍ଥୀ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୯ ଜଣିଆ ପ୍ରାର୍ଥୀ…

ମଦମୃତ୍ୟୁ ପରେ ଅବକାରୀ ବିଭାଗର ଚଢ଼ଉ ଜାରି

ବିଷାକ୍ତ ଓ ନକଲି ମଦ ପିଇ ମୃତ୍ୟୁ ସଂଖ୍ୟା ବଢିଚାଲିଥିବା ବେଳେ ଅବକାରୀ ବିଭାଗର ଚଢ଼ଉ ଜାରି ରହିଛି। ଭୁବନେଶ୍ୱର ନୟାପଲ୍ଲୀସ୍ଥିତ ନୀଳକଣ୍ଠନଗରରେ ଅବକାରୀ ବିଭାଗ ଚଢ଼ଉ କରି ବ୍ୟାପକ ଦେଶୀ ମଦ, ପୋଚ ଓ କଞ୍ଚାମାଲ ଜବତ କରିଛି। ଘର…

ଖୋର୍ଦ୍ଧା ମର୍ଡର; ଶାନ୍ତି ଫେରାଇ ଆଣିବାକୁ ଉପଜିଲ୍ଲାପାଳଙ୍କ ନିବେଦନ

ଖୋର୍ଦ୍ଧା ଜିଲ୍ଲା ମୁକୁନ୍ଦପ୍ରସାଦରେ ପୂର୍ବ ଶତ୍ରୁତାକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷରେ ଶାନ୍ତି ଫେରାଇ ଆଣିବାକୁ ଭିଡିଓ ବାର୍ତ୍ତା ମାଧ୍ୟମରେ ଖୋର୍ଦ୍ଧା ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠୀ ଲୋକଙ୍କୁ ନିବେଦନ କରିଛନ୍ତି। ସାମାଜିକ ଗଣମାଧ୍ୟମରେ କୌଣସି ଆପତ୍ତିଜନକ ପୋଷ୍ଟ ନକରିବାକୁ ମଧ୍ୟ ପରାମର୍ଶ…

ହାତୀ ‘ରାମୁ’ର ମୃତ୍ୟୁ ଘଟଣା; କାମର ହିସାବ ମାଗିଲେ ପିସିସିଏଫ୍

ହାତୀ ‘ରାମୁ’ର ମୃତ୍ୟୁ ପରେ ବନ ବିଭାଗର ଚେତା ପଶିଛି। ନିୟୋଜିତ ସ୍ୱତନ୍ତ୍ର ସ୍କ୍ବାର୍ଡଙ୍କ କାମର ହିସାବ ମାଗିଲେ ପିସିସିଏଫ୍। ସବୁ ଆରସିସିଏଫ୍‌ଙ୍କୁ ପିସିସିଏଫ୍‌ଙ୍କ କାର୍ଯ୍ୟାଳୟରୁ ଚିଠି ହୋଇଛି। ଏବେ ରାଜ୍ୟରେ ୩୯୭ ସ୍ୱତନ୍ତ୍ର ସ୍କ୍ୱାଡ୍ ବନ୍ୟଜନ୍ତୁ ସୁରକ୍ଷାରେ ନିୟୋଜିତ ଅଛନ୍ତି।…

ଖୋର୍ଦ୍ଧା ମର୍ଡର: ସ୍ଥିତି ସମୀକ୍ଷା କଲେ ଡିଜିପି

ଖୋର୍ଦ୍ଧା ଟାଉନ ଥାନା ଅଞ୍ଚଳରେ ବିଚ୍‌ ରାସ୍ତାରେ ଯୁବକଙ୍କୁ ହତ୍ୟା ଘଟଣାରେ ମୁକୁନ୍ଦପ୍ରସାଦରେ ପହଞ୍ଚିଲେ ଡିଜିପି ଓ ଗୁଇନ୍ଦା ନିର୍ଦ୍ଦେଶକ। ଟାଉନ ଥାନା ଅଞ୍ଚଳ ବଜାରରେ ଯୁବକଙ୍କୁ ହତ୍ୟା ପରେ ଛାନଭିନ୍ ଜାରି ରହିଛି। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା ପରେ…

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ମୋଦି

ସେପ୍ଟେମ୍ବର ୧୭ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାକୁ ଓଡ଼ିଶା ଆସିବେ ମୋଦି। ଆଜି ପୁରୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ଅବସରରେ ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେପ୍ଟେମ୍ବର ୧୭ରେ…

ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ କଲେ ମୋଦି

ମହାରାଷ୍ଟ୍ର ଜଲଗାଓଁରେ ଲକ୍ଷପତି ଦିଦି ମହାସମ୍ମିଳନୀର ଶୁଭାରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସମ୍ମିଳନୀର ଶୁଭାରମ୍ଭ କରିଛନ୍ତି। ଲକ୍ଷପତି ଦିଦିଙ୍କୁ ପ୍ରମାଣପତ୍ର ପ୍ରଦାନ କଲେ ପ୍ରଧାନମନ୍ତ୍ରୀ । SHG ମହିଳାଙ୍କ ପାଇଁ ୬ ହଜାର କୋଟିର ପ୍ୟାକେଜ୍‌ ରିଲିଜ କରିଛନ୍ତି।…