Author: Subhasmita Nayak

ମନ୍ କି ବାତ୍‌ରେ ରଥଯାତ୍ରା ସମ୍ପର୍କରେ କହିଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ମନ୍ କି ବାତ୍ ରେଡିଓ କାର୍ଯ୍ୟକ୍ରମ ରବିବାର ପୁଣି ଆରମ୍ଭ ହୋଇଛି। ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ମାସିକ ରେଡିଓ କାର୍ଯ୍ୟକ୍ରମ, ଯେଉଁଥିରେ ପ୍ରଧାନମନ୍ତ୍ରୀ ଦେଶର ଲୋକଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଜାତୀୟ ପ୍ରସଙ୍ଗ…

ପେପର ମିଲ୍‌ରେ ଭୟାବହ ଅଗ୍ନିକାଣ୍ଡ

ଟିଟିଲାଗଡ଼ ନିକଟସ୍ଥ ଚୋରମରା ଗାଁରେ ଥିବା ମହାବୀର ପେପର କାଗଜ ଫ୍ୟାକ୍ଟ୍ରିରେ ଲାଗିଛି ଭୟଙ୍କର ନିଆଁ। ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। କୌଣସି ଏକ ରାସାୟନିକ ପଦାର୍ଥର ବିସ୍ଫୋରଣ ହେବା ଫଳରେ ନିଆଁ ଲାଗିଯାଇଥିବା ପ୍ରାଥମିକ…

ଓଡ଼ିଶାରେ ପହଞ୍ଚିଲେ ନବନିଯୁକ୍ତ ମୁଖ୍ୟ ଶାସନ ସଚିବ

ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ‌ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ…

ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ କନକବର୍ଦ୍ଧନ ସିଂହଦେଓ। ଆଜି ସେମାନେ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ବିଜେପିର ବିଜୟ ଉତ୍ସବରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଓ…

ଚାମ୍ପିଅନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦…

ଟି-୨୦ରୁ ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଅବସର ଘୋଷଣା

ଟି-୨୦ ବିଶ୍ବକପ୍ ଜିତି ଟିମ୍ ଇଣ୍ଡିଆ ବେଶ୍ ଉତ୍ସାହିତ ଥିବାବେଳେ କୋଟି କୋଟି ଭାରତୀୟ ମଧ୍ୟ ଭାବପ୍ରବଣ ହୋଇପଡ଼ଛନ୍ତି। ଟି-୨୦ ବିଶ୍ୱକପ ଫାଇନାଲରେ ଟିମ୍ ଇଣ୍ଡିଆର ବିଜୟ ପରେ ଭାରତୀୟ କ୍ରିକେଟ୍‌ର ଏକ ଯୁଗ ଶେଷ ହୋଇଛି। ଷ୍ଟାର ବ୍ୟାଟ୍ସମ୍ୟାନ୍ ବିରାଟ…

କେନ୍ଦ୍ର ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ସେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରିବାର କାର୍ଯ୍ୟକ୍ରମ…

କୋରାପୁଟରେ ପୁଣି ଆନ୍ଥ୍ରାକ୍ସ ଆତଙ୍କ: ୨ ରୋଗୀ ଚିହ୍ନଟ

କୋରାପୁଟ ଜିଲ୍ଲାରେ କିଛି ଦିନ ବ୍ୟବଧାନରେ ପୁଣିଥରେ ଆନ୍ଥ୍ରାକ୍ସ ରୋଗୀ ଚିହ୍ନଟ ହୋଇଛନ୍ତି। ପଡ଼େଇଗୁଡ଼ା ଗାଁରେ କିଛି ଲୋକଙ୍କ ମଧ୍ୟରେ ଏହି ରୋଗର ଲକ୍ଷଣ ଦେଖିବାକୁ ମିଳିଥିଲା। ଆନ୍ଥ୍ରାକ୍ସ ରୋଗ ସନ୍ଦେହରେ ୬ ଜଣଙ୍କ ନମୁନା ପଠାଯାଇଥିଲା। ହେଲେ ସେଥିମଧ୍ୟରୁ ୨…

ଆଇପିଏସ ଆଶିଷ ସିଂ ଜୁନ ୩ରୁ କାର୍ଯ୍ୟରେ ଯୋଗ ଦେଇଛନ୍ତି: ପୁଲିସ ଡିଜି

ଆଇପିଏସ ଆଶିଷ ସିଂଙ୍କୁ ନେଇ ମୁଁହ ଖୋଲିଲେ ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ସେ କହିଛନ୍ତି, ଆଶିଷ ଗତ ଜୁନ ୩ ତାରିଖରୁ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଏମିତିକି ଗତ ୧୭ ତାରିଖରେ ପୁଲିସ ଡିଜି କ୍ୟାମ୍ପ ଅଫିସରେ ଚାଲିଥିବା ଆଇନ୍…

ବଲେ ବଲେ ଢାବାରେ ଲାଗିଲା ତାଲା

ଯାଜପୁର ଜିଲ୍ଲା ଧର୍ମଶାଳା ଭବନ ପରିସର ଢାବାରେ ଲାଗିଲା ତାଲା। ବଲେ ବଲେ ଢାବାରେ ତାଲା ଲଗାଇଲା ଧର୍ମଶାଳା ବ୍ଲକ ପ୍ରଶାସନ। ୩ ଦିନ ମଧ୍ୟରେ ଉକ୍ତ ଢାବା ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ବିଜେଡି ନେତ୍ରୀଙ୍କ ନାଁରେ ଢାବା…