ବେଙ୍ଗଲରେ ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଲାଗୁ ନେଇ ଘୋଷଣା । ପଶ୍ଚିମବଙ୍ଗ ସରକାର ଆୟୁଷ୍ମାନ ଭାରତ କାର୍ଯ୍ୟକାରୀ କରିବା ଏବଂ ରାଜ୍ୟ ସାରା ପ୍ରମୁଖ କେନ୍ଦ୍ରୀୟ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସୋମବାର ନବଗଠିତ ବିଜେପି ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ ପରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏହି ଘୋଷଣା କରିଛନ୍ତି। ଆଜିଠୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । Post navigation PM Modi participates Historic 75-years of ‘Somnath Amrit Mahotsav’ Brutal Attack on Youth in Kanas: କଣାସରେ ଯୁବକକୁ ହାଣି ବାଇକ ଚଢାଇ ହତ୍ୟା ଉଦ୍ୟମ; ପୁରୀ କୋର୍ଟରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ