ବହୁ ଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ମାମଲାରେ ଅଭିଯୁକ୍ତ ଶିବ ଶଙ୍କର ଦାସଙ୍କ ସମେତ ୮ ଜଣ ଅଭିଯୁକ୍ତଙ୍କ ଜାମିନ ଶୁଣାଣି ଘୁଞ୍ଚିଯାଇଛି। ଓଡ଼ିଶା ହାଇକୋର୍ଟ ଏହି ଜାମିନ ଆବେଦନର ଶୁଣାଣିକୁ ଆସନ୍ତା ଅଗଷ୍ଟ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

Leave a Reply

Your email address will not be published. Required fields are marked *