ବାଲେଶ୍ବରରେ ଆନ୍ଦୋଳନରତ ଡାକ୍ତରଙ୍କୁ ମିଳିଲା ଡେଡ୍ଲାଇନ୍ । ଡାକ୍ତରଙ୍କ ଆନ୍ଦୋଳନକୁ ନେଇ ସରକାରଙ୍କ କଠୋର କାର୍ଯ୍ୟନୁଷ୍ଠାନ ପରେ ଆକ୍ସନ ମୋଡରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ୧୨ ଘଣ୍ଟା ଭିତରେ କାର୍ଯ୍ୟରେ ଯୋଗଦେବାକୁ ବାଲେଶ୍ବର CDMOଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶନାମା ଜାରି ହୋଇଛି। ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନରୁ ବର୍ତ୍ତିବା ପାଇଁ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ଆନ୍ଦୋଳନରତ ଡାକ୍ତରମାନେ ନିଜ ଦାବି ପୂରଣ ନହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବାକୁ ଚେତାବନୀ ଦେଇଥିବାବେଳେ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ ସ୍ୱାସ୍ଥ୍ୟସେବା ଆଂଶିକ ଭାବେ ପ୍ରଭାବିତ ହୋଇଛି। Post navigation Odisha Fire Services on High Alert as Low Pressure triggers Heavy Rain HIV Positive Cases Detected In Chaudwar Jail: ଚୌଦ୍ୱାର ମଣ୍ଡଳ କାରାଗାରରେ ୫ କଏଦୀ HIV ପଜିଟିଭ ଚିହ୍ନଟ