ଯାଜପୁର ଜିଲ୍ଲା ଧର୍ମଶାଳା ଭବନ ପରିସର ଢାବାରେ ଲାଗିଲା ତାଲା। ବଲେ ବଲେ ଢାବାରେ ତାଲା ଲଗାଇଲା ଧର୍ମଶାଳା ବ୍ଲକ ପ୍ରଶାସନ। ୩ ଦିନ ମଧ୍ୟରେ ଉକ୍ତ ଢାବା ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜଣେ ବିଜେଡି ନେତ୍ରୀଙ୍କ ନାଁରେ ଢାବା ଲିଜ୍ ଦିଆଯାଇଥିବା ସୂଚନା ମିଳିଛି।
One Step Ahead