ବହୁଚର୍ଚ୍ଚିତ କନଷ୍ଟେବଳ ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ତଦନ୍ତ ପାଇଁ ଝାରପଡ଼ା ଜେଲରେ ପହଞ୍ଚିଲେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍। ମାମଲାର ଗୁମର ଖୋଲିବା ପାଇଁ କ୍ରାଇମବ୍ରାଞ୍ଚ ଏବେ ଜେଲରେ ଥିବା ଅଭିଯୁକ୍ତମାନଙ୍କୁ ପଚରାଉଚରା କରିବ। ଗିରଫ ହୋଇଥିବା ୨୦ ଅଭିଯୁକ୍ତଙ୍କୁ ଜେଲ ଭିତରେ କ୍ରାଇମବ୍ରାଞ୍ଚ DSP ରତ୍ନପ୍ରଭା ଶତପଥୀଙ୍କ ନେତୃତ୍ୱରେ ଜେରା କରାଯିବ ନେଇ ଜଣାପଡ଼ିଛି। Post navigation ISKCON’s Untimed Ratha Jatra Controversy: ଇସ୍କନର ଅଦିନିଆ ରଥଯାତ୍ରା ଓ ସ୍ନାନଯାତ୍ରାକୁ ନେଇ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଗଜପତି ମହାରାଜାଙ୍କ ଚିଠି PM Modi Receives Indonesia’s Highest Civilian Honour: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମିଳିଲା ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ