ଆସନ୍ତା ୧୮ ତାରିଖ ଗୁରୁବାର ପୁଣି ରତ୍ନଭଣ୍ଡାର ଖୋଲୁଥିବାରୁ ଭକ୍ତମାନଙ୍କ ପାଇଁ ମନ୍ଦିର ପ୍ରବେଶ ଉପରେ କଟକଣା ରହିବ। ଏ ନେଇ ଅଧ୍ୟକ୍ଷ ଜଷ୍ଟିସ ରଥ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ସୂଚନା ଦେଇଛନ୍ତି । ସକାଳ ୯ଟା ପରେ କେବଳ କମିଟି ସଦସ୍ୟ ଶ୍ରୀମନ୍ଦିରକୁ ପ୍ରବେଶ କରିବେ। ପ୍ରାୟ ସକାଳ ୮ ଟା ବେଳକୁ ମନ୍ଦିର ପ୍ରବେଶ ଉପରେ କଟକଣା କରାଯିବ। ସେହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ। Post navigation ୧୮ରେ ଖୋଲିବ ରତ୍ନଭଣ୍ଡାର ରଥରେ ୨ ଅଧିକାରୀ ଚଢ଼ିବା ଘଟଣା: ପ୍ରମାଣ ଦେଲା ପ୍ରଶାସନ