ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକର ଏକ ପବ୍ରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଭୟଙ୍କର ଅଗ୍ନିକାଣ୍ଡରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୮ ମହିଳାଥିବାର ଜଣାପଡ଼ିଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ, ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି । ଅନ୍ୟପଟେ ଉତ୍ତର ବ୍ୟାଙ୍କକରେ ଥିବା ‘ନା ଲାଡପ୍ରାଓ’ ପବ୍ର ସମ୍ମୁଖ ପଟୁ ପ୍ରବଳ ନିଆଁ ଏବଂ ଧୂଆଁ ବାହାରୁଥିବା ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। Post navigation Odisha Politics: ଓଡିଶାରେ ବିଜେପିର ଜୟଯାତ୍ରାର ଆଉ ଗୋଟିଏ ଫର୍ଦ୍ଦ ଆଜି ଯୋଡି ହୋଇଛି: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ Missing Fishing Trawler in West Bengal: ପଶ୍ଚିମବଙ୍ଗର ଗଭୀର ସମୁଦ୍ରରେ ମତ୍ସ୍ୟଜୀବୀ ନିଖୋଜ ଘଟଣା, ୩ ଓଡ଼ିଆ ସମେତ ୯ ଜଣଙ୍କ ମୃତଦେହ ଉଦ୍ଧାର