ଓଡ଼ିଶାର ଲକ୍ଷ ଲକ୍ଷ କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର । ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ କ୍ରିକେଟ୍ ଷ୍ଟାଡିୟମରେ ଖେଳାଯିବ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ । ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ରେ ଦକ୍ଷିଣ ଆଫ୍ରିକା ବିରୋଧରେ ଭାରତ ଖେଳିବ ଏହି ମ୍ୟାଚ୍ । ପୁଣି କମ୍ପିବ ବାରବାଟୀ ଷ୍ଟାଡିୟମ । Post navigation ବ୍ରହ୍ମପୁରରେ କାଳବୈଶାଖୀ ବର୍ଷାର ତାଣ୍ଡବ ମହାନଦୀ ଜଳ ବିବାଦର ସମାଧାନ ପାଇଁ ଛତିଶଗଡ଼ ଓ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା