ବଦଳିଲେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରା । ଥାନାରେ ଯୁବକଙ୍କୁ ଥାର୍ଡ ନିର୍ଯାତନା ଅଭିଯୋଗ ପରେ ବାରଙ୍ଗା ଥାନାର ଭାରପ୍ରାପ୍ତ ଇନ୍ସପେକ୍ଟର-ଇନ୍-ଚାର୍ଜ (ଆଇଆଇସି) ନିରଞ୍ଜନ ବେହେରାଙ୍କୁ କଟକର ଡେପୁଟି କମିଶନର ଅଫ୍ ପୋଲିସ (ଡିସିପି)ଙ୍କ କାର୍ଯ୍ୟାଳୟକୁ ବଦଳି କରାଯାଇଛି। ପୁରୀଘାଟ ଥାନା ଆଇଆଇସି ବିଶ୍ବରଞ୍ଜନ ନାୟକଙ୍କୁ ବାରଙ୍ଗ ଆଇଆଇସି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

Leave a Reply

Your email address will not be published. Required fields are marked *