କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରେ ଆରସିବିର ବିଜୟ ରାଲି ସମୟରେ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ଦଳାଚକଟା ହୋଇ ୧୧ ଜଣଙ୍କର ମୃତ୍ୟୁ ହୋଇଛି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଏହା ସହିତ, ଆହତମାନଙ୍କୁ ସରକାର ମାଗଣା ଚିକିତ୍ସା ଯୋଗାଇବେ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ଏପରି ଅଭାବନୀୟ ଘଟଣାର ମାଜିଷ୍ଟ୍ରେଟ୍ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । Post navigation ବେଙ୍ଗାଲୁରୁରେ ଆରସିବିର ବିଜୟ ଉତ୍ସବ ବେଳେ ଦଳାଚକଟା; ୧୧ ମୃତ, ୫୦ ଆହତ ରାମ ଦରବାର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ; ମା ସୀତାଙ୍କ ସହ ବିରାଜିଲେ ପ୍ରଭୁ ଶ୍ରୀରାମ