ଲମ୍ଭା ପ୍ରତିକ୍ଷାର ଅନ୍ତ ଘଟାଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ଦଳର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସଙ୍କୁ ଓଡ଼ିଶା କଂଗ୍ରେସ ସଭାପତି ନିଯୁକ୍ତ କରିଛନ୍ତି । ଶରତ ପଟ୍ଟନାୟକଙ୍କ ଇସ୍ତଫା ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ପଦବୀ ଖାଲି ପଡ଼ିଥିଲା । ଭକ୍ତ ଚରଣ ଦାସ ଓଡ଼ିଶା ବିଧାନସଭାରେ ବିଧାୟକ ଭାବରେ ଥରେ ଏବଂ ଲୋକ ସଭା ସାଂସଦ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । Post navigation ସହଦେବ ନାୟକ ହତ୍ୟା ଘଟଣା: ସିବିଆଇ ତଦନ୍ତ ଦାବିରେ ବିଏମସି କାର୍ଯ୍ୟାଳୟ ଘେରାଉ କଲେ ସଫେଇ କର୍ମୀ ମିଳିତ ଭାବେ କାର୍ଯ୍ୟକାରୀ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା