ବହୁଚର୍ଚ୍ଚିତ ଭରତପୁର ଥାନାରେ ନିର୍ଯାତନା ଘଟଣାକୁ ନେଇ ବିଚାରବିଭାଗୀୟ ତଦନ୍ତ ଆରମ୍ଭ ହୋଇଥିବା ବେଳେ ଆଜି ନିଲମ୍ବିତ ୫ ପୋଲିସ ଆଗୁଆ ଜାମିନ ପାଇଁ ଆବେଦନ କଲେ । ପୂର୍ବତନ ଆଇଆଇସି ଦୀନକୃଷ୍ଣ ମିଶ୍ର, ଏସ୍‌ଆଇ ବୈଶାଳିନୀ ପଣ୍ଡା, ଏଏସ୍‌ଆଇ ସାଗରିକା ରଥ, ସଲିଳାମୟୀ ସାହୁଙ୍କ ପକ୍ଷରୁ ଆଗୁଆ ଜାମିନ ପାଇଁ ଆବେଦନ କରାଯାଇଛି ।

ଭରତପୁର ଥାନା ମାମଲାରେ ପଲିଗ୍ରାଫ ଟେଷ୍ଟର ସମ୍ମୁଖୀନ ‌ହେବାକୁ ଥିବା ନିଲମ୍ବିତ ଥାନା ଅଧିକାରୀଙ୍କ ସମେତ ୫ ପୁଲିସ କର୍ମଚାରୀ ଗୁଜୁରାଟ ଯାଇଥିବାବେଳେ ଗାନ୍ଧୀନଗରସ୍ଥିତ ଫୋରେନ୍‌ସିକ୍ ଲାବରେଟୋରିରେ ସେମାନଙ୍କର ପଲିଗ୍ରାଫ ଟେଷ୍ଟ କରାଯାଇଛି ।

Leave a Reply

Your email address will not be published. Required fields are marked *