ଖୁବଶୀଘ୍ର ଆରମ୍ଭ ହେବ ଭୁବନେଶ୍ବର-ଜୟପୁର ବିମାନସେବା ।ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ବିମାନବନ୍ଦର ପରାମର୍ଶଦାତା କମିଟି ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି। ଖୁବଶୀଘ୍ର କାର୍ଯ୍ୟକ୍ଷମ ହେବ ତୃତୀୟ ଏୟାର ଟର୍ମିନାଲ ।

Leave a Reply

Your email address will not be published. Required fields are marked *