ନବରଙ୍ଗପୁର: ନାମାଙ୍କନ ଭରିଲେ କଂଗ୍ରେସ ନେତା ଭୁଜବଳ ମାଝୀ । ନବରଙ୍ଗପୁର ଲୋକସଭା ଆସନରୁ କଂଗ୍ରେସର ସାଂସଦ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ଭୁଜବଳ । ସମର୍ଥକଙ୍କ ସହ ଆଜି ଜିଲ୍ଲାପାଳଙ୍କ ଅଫିସରେ ପହଞ୍ଚି ନାମାଙ୍କନ ଦାଖଲ କଲେ ଭୁଜବଳ।

ବିଜେଡିରୁ ପ୍ରଦୀପ ମାଝୀ, ବିଜେପିରୁ ବଳଭଦ୍ର ମାଝୀ ଓ କଂଗ୍ରେସରୁ ଭୁଜବଳ ମାଝୀ ପ୍ରାର୍ଥୀ ହୋଇଛନ୍ତି । ନବରଙ୍ଗପୁରରେ ୨୦୧୪ ଓ ୨୦୧୯ ଦୁଇଟି ନିର୍ବାଚନରେ ବିଜେଡି ପ୍ରାର୍ଥୀ ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି । ତେବେ ୨୦୦୯ ରେ କଂଗ୍ରେସରୁ ପ୍ରଦୀପ ମାଝୀ ପ୍ରାର୍ଥୀ ହୋଇ ସାଂସଦ ହୋଇଥିଲେ

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *