ବିଜେଡିରୁ ବିଦା ହେଲେ ପୂର୍ବତନ ବ୍ଲକ୍‌ ସଭାପତି ବିଭୁ ପ୍ରସାଦ ଦେହୁରୀ । ଢେଙ୍କାନାଳ ସଦର ବ୍ଲକ ପୂର୍ବତନ ବିଜେଡ଼ି ସଭାପତି ବିଭୁ ପ୍ରସାଦ ଦେହୁରୀଙ୍କ ସଭାପତି ଦଳରୁ ନିଲମ୍ବନ କରିଛନ୍ତି  । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ନିଲମ୍ବନ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

 

Leave a Reply

Your email address will not be published. Required fields are marked *