ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଆଉ ୯ ବିଧାନସଭା ଆସନ ଓ ବାକି ରହିଥିବା ଗୋଟିଏ ଲୋକସଭା ଆସନା ପାଇଁ ତାଲିକା ଘୋଷଣା କରିଛନ୍ତି। ବାଲେଶ୍ବର ଲୋକସଭା ଆସନରୁ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ବିଜେଡି ପ୍ରାର୍ଥୀ କରିଛି।

ଭୁବନେଶ୍ୱର ମଧ୍ୟରୁ ବିଜୁ ଜନତା ଦଳ ପୁଣିଥରେ ଅନନ୍ତ ନାରାୟଣ ଜେନାଙ୍କୁ ପ୍ରାର୍ଥୀ କରିଛି । ସେହିପରି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ସମ୍ବଲପୁର ଓ ରୋହିତ ପୂଜାରୀଙ୍କୁ ରେଢ଼ାଖୋଲରୁ ପ୍ରାର୍ଥୀ କରିଛି ।

୯ ବିଧାନସଭା ଆସନର ପ୍ରାର୍ଥୀ 

ଲକ୍ଷ୍ମୀପୁର- ପ୍ରଭୁ ଜାନି
ପାରାଦୀପ- ଗୀତାଞ୍ଜଳି ରାଉତରାୟ
ସମ୍ବଲପୁର- ପ୍ରସନ୍ନ ଆଚାର୍ଯ୍ୟ
ରେଢ଼ାଖୋଲ- ରୋହିତ ପୂଜାରୀ
ତେଲକୋଇ- ମାଧବ ସର୍ଦ୍ଦାର
ତାଳଚେର- ବ୍ରଜ ପ୍ରଧାନ
ନର୍ଲା- ମନୋରମା ମହାନ୍ତି
ବାଲିଗୁଡ଼ା- ଚକ୍ରମଣି କହଁର
ଭୁବନେଶ୍ବର ମଧ୍ୟ- ଅନନ୍ତ ନାରାୟଣ ଜେନା

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *