ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ବିଜେଡିର ନୂଆ ଷ୍ଟ୍ରାଟେଜି । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ସଂଯୋଜକ ଦାୟିତ୍ୱ ମିଳିଥିବାବେଳେ ଭଦ୍ରକ ପାଇଁ ମିଳିଛି ଦେବାଶିଷ ସାମନ୍ତରାୟଙ୍କୁ ଦାୟିତ୍ୱ ।

ସେହିପରି କେନ୍ଦ୍ରାପଡା ପାଇଁ ପ୍ରତାପ ଜେନା, କଳାହାଣ୍ଡି ପାଇଁ ସୁଜିତ କୁମାର ଓ ପୁରୀ ପାଇଁ ଶୁଭାଶିଷ ଖୁଣ୍ଟିଆଙ୍କୁ ସଂଯୋଜକ ଦାୟିତ୍ୱ ମିଳିଛି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *