ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ତଥା ପୂର୍ବତନ ସାଂସଦ ଏବଂ ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ କରିଛନ୍ତି । ପ୍ରତାପ କେଶରୀ ଦେବ ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଏବଂ ଶକ୍ତି ମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ । Post navigation ଜାତୀୟ ଶିକ୍ଷା ନୀତି- ୨୦୨୦ ପାଇଁ ଆସିଲା ବିଜ୍ଞପ୍ତି; ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସର୍ବନିମ୍ନ ବୟସ ୬ ବର୍ଷ କଣାସରେ ବ୍ୟାପୁଛି ଛାଡାବାନ୍ତି, ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି