ରାଜ୍ୟରେ ଅତ୍ୟାବଶକୀୟ ଜିନିଷର ଦରଦାମ ବୃଦ୍ଧି ବିରୋଧରେ ବିଜୁ ଜନତା ଦଳ ତରଫରୁ ଆସନ୍ତା ଜାନୁଆରୀ ୬ ତାରିଖରେ ହେବାକୁ ଥିବା ଗଣବିକ୍ଷୋଭକୁ ସଫଳ କରିବା ପାଇଁ ଆଜି ଶଙ୍ଖ ଭବନ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଦଳର ସକ୍ରିୟ କର୍ମୀମାନେ ଏକଜୁଟ ହୋଇ ଏହାକୁ ସଫଳ କରିବାକୁ ଆହ୍ୱାନ ଦେଇଥିଲେ । ଏହି ଅବସରରେ ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ବିୟୋଗରେ ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଥିଲା । Post navigation ଗଠନ ହେଲା ଓଡ଼ିଶା ଲ’ କମିଶନ; ଜଷ୍ଟିସ ବିଶ୍ୱନାଥ ରଥ ହେଲେ ଲ’ କମିଶନ ଅଧ୍ୟକ୍ଷ ହାତାହାତି ପରେ ପ୍ୟାଚ ପକେଇବାକୁ ଚେଷ୍ଟା କଲେ ଦୁଇ ବିଜେଡି ନେତ୍ରୀ