ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ବିଜୁ ଜନତା ଦଳର ବରିଷ୍ଠ ନେତା ଓ କର୍ମୀ ମାନେ ଆଜି ଭୁବନେଶ୍ୱରସ୍ଥିତ ମହାତ୍ମା ଗାନ୍ଧୀ ପାର୍କରେ ଗାନ୍ଧିଜୀ ଙ୍କ ମୁର୍ତ୍ତି ତଳେ ଶାନ୍ତିପୂର୍ଣ୍ଣ ଭାବେ ପାଟିରେ କଳାପଟି ବାନ୍ଧି ପ୍ରତିବାଦ କରୁଛନ୍ତି । ଗତ ବୁଧବାର ଦିନ ପୀଡ଼ିତାଙ୍କ ପରିବାରକୁ ନ୍ୟାୟ ଦାବିରେ ବିଜେଡି ଲୋୟର ପିଏମଜିରେ ବଡ଼ ଆନ୍ଦୋଳନ କରି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲା । Post navigation ଓଡ଼ିଶାରେ ଖୋଲିବ ୫ ନୂଆ ମହିଳା ଏନ୍ସିସି ବାଟାଲିଅନ ରେଭେନ୍ସା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍ ଛାଡ଼ ନିର୍ଦ୍ଦେଶ ଘଣ୍ଟାକ ମଧ୍ୟରେ ପ୍ରତ୍ୟାହୃତ