ଭୁବନେଶ୍ବର: ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ପ୍ରଥମେ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।

 

ପୁରୀ- ଅରୁପ ପଟ୍ଟନାୟକ

ଯାଜପୁର- ଶର୍ମିଷ୍ଠା ସେଠୀ

ଢ଼େଙ୍କାନାଳ- ଅବିନାଶ ସାମଲ

ଜଗସିଂହପୁର – ରାଜେଶ୍ବରୀ ମଲ୍ଲିକ

କନ୍ଧମାଳ- ଅଚ୍ୟୁତ ସାମନ୍ତ

କଟକ – ସଂତୃପ୍ତ ମିଶ୍ର

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *