ପଞ୍ଚାୟତିରାଜ ଦିବସ ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ, ଓ ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି କହି ବିଜେପି ସରକାର ଉପରେ ବର୍ଷିଛି ବିଜେଡି ।

ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁ ବାବୁଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇ ଦୀର୍ଘ ୩ ଦଶନ୍ଧି ଧରି ମାର୍ଚ୍ଚ ୫ରେ ଓଡ଼ିଶା ପାଳୁଥିଲା ପଞ୍ଚାୟତିରାଜ ଦିବସ, କିନ୍ତୁ ବିଜେପି ସରକାର ଓଡ଼ିଶାବାସୀଙ୍କୁ ଏଥିରୁ ବଞ୍ଚିତ କରିବା ସଂକୀର୍ଣ୍ଣ ମନୋଭାବର ପରିଚୟ ବୋଲି କହିଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର ।

 

By Nirvay

Leave a Reply

Your email address will not be published. Required fields are marked *