BJD to install Biju Patnaik’s statue at Sankha Bhawan
ଭାରତୀୟ ଜନତା ପାର୍ଟିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ବିଜୁ ପଟ୍ଟନାୟକଙ୍କ ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ଯୋଜନା ରହିଛି କହିଲେ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ।
 
ବିଜୁ ବାବୁଙ୍କୁ ସମ୍ମାନ କଥା କହୁଥିବା ଦଳର ପାର୍ଟି ଅଫିସ୍‌ରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଟିଏ ନାହିଁ ବୋଲି କହି ବିଜୁ ଜୟନ୍ତୀରେ ସମାଲୋଚନା କରିଥିଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ । ବିଜୁ ବାବୁଙ୍କୁ ବ୍ୟବହାର କରି ବିଜେଡି ରାଜନୀତି କରୁଛି ବୋଲି ସେ କହିଥିଲେ ।
 
 

By Nirvay

Leave a Reply

Your email address will not be published. Required fields are marked *