ଆଜି ବିଧାନସଭା ପରିସରରେ ଦେଖାଯାଇଲା ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି । ଗୃହର ପ୍ରଶ୍ନୋତ୍ତରକାଳରେ ବିରୋଧୀ ଏବଂ ଶାସକ ମଧ୍ୟରେ ହାତାହାତି ହେବା ପରେ ଏହାକୁ ନେଇ ବିଜେପି ଦଳ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବିଧାୟକ ଦଳ ବୈଠକ ବସିଛି । ଗୃହରେ ଘଟିଥିବା ହଙ୍ଗାମାକୁ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ବସିଛି ବୈଠକ । ସମସ୍ତ ବିଧାୟକ ଏବଂ ମନ୍ତ୍ରୀ ପରିଷଦ ବୈଠକରେ ଉପସ୍ଥିତ ରହିଛନ୍ତି ।

Leave a Reply

Your email address will not be published. Required fields are marked *