ବିଜେପି ରାଜ୍ୟସଭା ପ୍ରାର୍ଥୀ ମମତା ମହାନ୍ତ ବିଧାନସଭାରେ ନାମାଙ୍କନ ଦାଖଲ କରିଛନ୍ତି। ମମତା ମହାନ୍ତ କୁଡୁମୀ ସମାଜର ବରିଷ୍ଠ ନେତ୍ରୀ। କାଲି ମମତାଙ୍କୁ ପ୍ରାର୍ଥୀ ଘୋଷଣା କରିଥିଲା ବିଜେପି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ଥିଲେ। ସେପ୍ଟେମ୍ବର ୩ରେ ରାଜ୍ୟସଭା ନିର୍ବାଚନ ହେବ।

Leave a Reply

Your email address will not be published. Required fields are marked *