ସଂସଦରେ ରାହୁଲ ଗାନ୍ଧୀଙ୍କ ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛି ବିଜେପି। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସମାଲୋଚନା କରି କହିଛନ୍ତି କଂଗ୍ରେସ ଆତ୍ମସମୀକ୍ଷା କରୁ। କଂଗ୍ରେସ ଶିଷ୍ଟାଚାର ଭୁଲିଯାଇଛି ବୋଲି କହିଲେ ମନମୋହନ। ଆତ୍ମଗର୍ବ, ଅହଂକାର ପାଇଁ କଂଗ୍ରେସର ଅବସ୍ଥା ଆଜି ଏମିତି ହୋଇଛି। ଏହି ଆତ୍ମବଡ଼ିମା ପାଇଁ କଂଗ୍ରେସ ଆଜି ସତ୍ତା ହରେଇଛି। ଗତ ୨ଟି ନିର୍ବାଚନରେ ୧୦୦ ଛୁଇଁପାରିନି କଂଗ୍ରେସ। ଦେଶବାସୀ କଂଗ୍ରେସକୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି।

Leave a Reply

Your email address will not be published. Required fields are marked *