୬ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି । ଘଷିପୁରା, ଭୋଗରାଇ, ଭଣ୍ଡାରୀପୋଖରୀ, ବରୀ, ବାରବାଟୀ-କଟକ ଓ ବେଗୁନିଆ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେପି ।

ଘଷିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଚନ୍ଦ୍ର ଜେନା. ବାରବାଟୀ-କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ବେଗୁନିଆରୁ ପ୍ରକାଶ ଚନ୍ଦ ରଣବିଜୁଳିଙ୍କୁ ପ୍ରାର୍ଥୀ କରିଛି ବିଜେପି ।

Leave a Reply

Your email address will not be published. Required fields are marked *