ନୀଳଗିରି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ଗତକାଲି ବିଜେଡି ଛାଡିଥିବା ନୀଳଗିରି ବିଧାୟକ ସନ୍ତୋଷ ଖଟୁଆକୁ ପ୍ରାର୍ଥୀ କରିଛି ବିଜେପି। ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ସନ୍ତୋଷଙ୍କ ନାମ ଘୋଷଣା କରିଛି। ଏହାକୁ ମିଶାଇ ବିଜେପି ସମସ୍ତ ୧୪୭ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ ଏଥର ନୀଳଗିରିରେ ବଡ ଟକର ହେବ, ଏଠାରୁ ବିଜେଡି ଶ୍ରୀକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି। ଯେ କି କିଛି ଦିନ ତଳେ ବିଜେପି ଛାଡ଼ି ବିଜେଡିରେ ଯୋଗଦେଇଥିଲେ।

By Nirvay

Leave a Reply

Your email address will not be published. Required fields are marked *