BJP Leading Over TMC in Bengal
ପଶ୍ଚିମବଙ୍ଗରେ କଡ଼ା ଟକ୍କର ମଧ୍ୟରେ ଟିଏମସି ଠାରୁ ବିଜେପି ଆଗୁଆ । ପଶ୍ଚିମବଙ୍ଗର ଟ୍ରେଣ୍ଡ ଅନୁସାରେ ବିଜେପି ଶହେ ଆସନ ଛୁଇଁ ସାରିଛି ।
 
ପଶ୍ଚିମବଙ୍ଗ ବିଧାନସଭାର ମୋଟ ୨୯୪ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି ୧୨୧ଟି ଆସନରେ ଆଗୁଆ ଥିବା ବେଳେ ତୃଣମୂଳ କଂଗ୍ରେସ ୭୧ଟି ଆସନରେ ଆଗୁଆ ରହିଛି । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭବାନୀପୁର ଆସନରେ ବିଜେପି ପ୍ରାର୍ଥୀ ଶୁଭେନ୍ଦୁ ଅଧିକାରୀଙ୍କଠାରୁ ପଛରେ ପଡିଛନ୍ତି ।
 

By Nirvay

Leave a Reply

Your email address will not be published. Required fields are marked *