ଜାମ୍ମୁ-କାଶ୍ମୀର ବିଧାନସଭା ନିର୍ବାଚନ ପାଇଁ ବିଜେପି ୪୪ ଜଣିଆ ପ୍ରାର୍ଥୀ ତାଲିକା ଜାରି କରିଛି । ପ୍ରଥମ ପର୍ଯ୍ୟାୟ ପାଇଁ ୧୫, ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୧୦ ଜଣିଆ ପ୍ରାର୍ଥୀ ଓ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ୧୯ ଜଣିଆ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଆସନ୍ତା ୧୮ ତାରିଖରୁ ୩ଟି ପର୍ଯ୍ୟାୟରେ ଜାମ୍ମୁ-କାଶ୍ମୀରରେ ନିର୍ବାଚନ ହେବ । ଏ ନେଇ ବିଜେପି ପକ୍ଷରୁ ସିଇସି କମିଟି ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପାର୍ଟି ଅଧ୍ୟକ୍ଷ ଜେ.ପି ନଡ୍ଡା ଏବଂ ବହୁ ବରିଷ୍ଠ ନେତା ସାମିଲ ହୋଇଥିଲେ ।

 

Leave a Reply

Your email address will not be published. Required fields are marked *