ସମସ୍ତ ଗୁଜବ ଓ କଳ୍ପନା ଜଳ୍ପନାରେ ପୂର୍ଣ୍ଣଛେଦ ଟାଣି ବିଜେପିର ରାଜ୍ୟ ସଭାପତି ମନମୋହନ ସାମଲ ଓଡ଼ିଶାରେ ବିଜୁ ଜନତା ଦଳ ସହ ମେଣ୍ଟ ହେବନି ବୋଲି ସ୍ପଷ୍ଟ କରିଛନ୍ତି ।

ବିଜେପି ଓଡ଼ିଶାର ସମସ୍ତ ୨୧ଟି ଲୋକସଭା ଓ ୧୪୭ଟି ବିଧାନସଭା ଆସନରେ ଲଢ଼ିବ ବୋଲି ସେ ସ୍ପଷ୍ଟ କରିଛନ୍ତି ।

ଆଜି କିମ୍ବା କାଲି ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଆସିବ ବୋଲି ମନମୋହନ ସାମଲ କହିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *