କାଲି ଆସିପାରେ ବିଜେପିର ୨ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା। ବରଗଡ଼ରେ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାରଙ୍କ ସୂଚନା ସାମ୍ନାକୁ ଆସିଛି। କାଲି ୨୫ ଜଣିଆ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ।୨୦ ତାରିଖ ସୁଦ୍ଧା ସମସ୍ତ ୧୪୭ଟି ଆସନରେ ଘୋଷଣା ହେବ ପ୍ରାର୍ଥୀ। ସେ କହିଛନ୍ତି କି ବିଜେପିର ବିଜୟ ନିଶ୍ଚିତ, ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *