ଆସନ୍ତାକାଲି ରାଜ୍ୟ କାର୍ଯ୍ୟାଳୟରେ ଦିନ ୧୧ ଟାରେ ବସିବ ବିଜେପିର କୋର କମିଟି ବୈଠକ । ଏହି ବୈଠକରେ ବିଜେପିର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଉପସ୍ଥିତ ରହିବେ । କୋର କମିଟିର ସମସ୍ତ ସଦସ୍ୟ ମଧ୍ୟ ଉପସ୍ଥିତ ରହିବେ । ରାଜ୍ୟ ସଭାପତି ନିର୍ବାଚନ, ସାଙ୍ଗଠନିକ ନିର୍ବାଚନ ଓ ଆଗାମୀ କାର୍ଯ୍ୟପନ୍ଥା ନେଇ ଆଲୋଚନା ହେବାର ସମ୍ଭାବନା ରହିଛି । Post navigation ମୋଦି ଗ୍ୟାରେଣ୍ଟି, କାର୍ଯ୍ୟକର୍ତ୍ତାଙ୍କ ପରିଶ୍ରମର ଫଳ ହେଉଛି ଦିଲ୍ଲୀରେ ବିଜେପି ସରକାର: ବୈଜୟନ୍ତ ପଣ୍ଡା ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ