ଭୁବନେଶ୍ଵର ମହାନଗର ନିଗମ ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ସୂଚନା ଅନୁଯାୟୀ, ହଠାତ୍ ୫ ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ ପଶି ତାଙ୍କୁ ମାଡ ମାରିଥିଲେ । ଏ ନେଇ ଖାରବେଳନଗର ଥାନାକୁ ଖବର ଦିଆଯାଇଥିଲା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ସିସି ଟିଭି ଯାଞ୍ଚ କରୁଛି । Post navigation ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ ସମ୍ପୂର୍ଣ୍ଣ ତ୍ରୁଟିରେ ରଥଯାତ୍ରା ହୋଇଛି କହିଲେ ପ୍ରସନ୍ନ ଆଚାର୍ଯ୍ୟ