ପୌର ଅଧ୍ୟକ୍ଷଙ୍କ ଘର ଉପରକୁ ବୋମା ମାଡ଼ । ଅଧ୍ୟକ୍ଷ ଗୋପବନ୍ଧୁ ମହାପାତ୍ରଙ୍କ ଘରକୁ ବୋମା ମାଡ଼ । ରାତି ପ୍ରାୟ ୧୨ଟା ୩୦ରେ ଅଧ୍ୟକ୍ଷ ଘରେ ନ ଥିବା ବେଳେ ବୋମା ମାଡ଼ ହୋଇଛି । ଏହା ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଛି। ଖବର ପାଇ ପୋଲିସ୍ ଘଟଣାସ୍ଥଳେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। Post navigation Reduce Petrol and Diesel Consumption: ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ୮-ସୂତ୍ରୀ ନିର୍ଦ୍ଦେଶାବଳୀ Youths Assaulted On Road In Udala: ଉଦଳା ରାସ୍ତାରେ ୨ ଯୁବକଙ୍କୁ ନିସ୍ତୁକ ମାଡ଼