ସମ୍ବଲପୁର କୋର୍ଟକୁ ବୋମା ଧମକ। କୋର୍ଟକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଇ-ମେଲ୍‌ ମାଧ୍ୟମରେ ଧମକ ଦିଆଯାଇଥିବା ଜଣାପଡ଼ିଛି । ଧମକ ମିଳିବା ପରେ କୋର୍ଟ ପରିସରରେ ହଇଚଇ ସୃଷ୍ଟି ହୋଇଛି । ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଟିମ, ସନ୍ଧାନୀ କୁକୁର ଓ ବହୁ ସଂଖ୍ୟାରେ ପୋଲିସ ଫୋର୍ସ ପହଞ୍ଚି ତଲାସି ଅଭିଯାନ ଜାରି ରଖିଛନ୍ତି ।

Leave a Reply

Your email address will not be published. Required fields are marked *