BR Gavai Appointed Next Chief Justice Of India,
ଜଷ୍ଟିସ ଭୂଷଣ ରାମକୃଷ୍ଣ ଗଭାଇଙ୍କୁ ଭାରତର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
 
ସିଜେଆଇ ସଞ୍ଜିବ ଖାନ୍ନାଙ୍କ କାର୍ଯ୍ୟକାଳ ମେ ୧୩ ରେ ଶେଷ ହେଉଛି । ତେଣୁ ଜଷ୍ଟିସ୍ ଗଭାଇ ମେ ୧୪ ରେ ସୁପ୍ରିମ୍‌କୋର୍ଟର ୫୨ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିବେ ।
 
ତେବେ ଜଷ୍ଟିସ ବି.ଆର. ଗଭାଇଙ୍କ କାର୍ଯ୍ୟକାଳ ସୀମିତ ସମୟ ପାଇଁ ରହିବ । ୬ ମାସ ପରେ ନଭେମ୍ବରରେ ସେ ଅବସର ଗ୍ରହଣ କରିବେ । ଜଷ୍ଟିସ୍ ଗଭାଇ ବର୍ତ୍ତମାନ ସୁପ୍ରିମକୋର୍ଟର ବିଚାରପତି ଭାବରେ କାର୍ଯ୍ୟ କରୁଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *