ଆଜିଠାରୁ ପୁରୀରେ ହେବ ବ୍ରିକ୍ସ ରାଷ୍ଟ୍ର ସମୂହର ଦ୍ଵିତୀୟ ବୈଷୟିକ ସମ୍ମିଳନୀ। ଆସନ୍ତା ଜୁନ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ପୁରୀରେ ଏହି ସମ୍ମିଳନୀ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ସାମିଲ ହେବେ ୧୧ ଦେଶର ପ୍ରତିନିଧି । ବିପର୍ଯ୍ୟୟ ପରିଚାଳନା, ପ୍ରତିରୋଧ ଓ ବୈଷୟିକ ଦିଗ ପ୍ରତି ହେବ ଆଲୋଚନା ।

ଅନ୍ୟପଟେ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ରିକ୍ସ ସମ୍ମିଳନୀ ପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି । କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

 

Leave a Reply

Your email address will not be published. Required fields are marked *