ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ପୋଖରୀପୁଟରୁ ଖଣ୍ଡଗିରିକୁ ଯାଉଥିବା ବେଳେ ବ୍ରାଉନସୁଗାର ବେପାରୀ ଶେଖ୍ ଜାମସେଦ୍କୁ ଏନ୍କାଉଣ୍ଟର୍ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍ । ଏନ୍କାଉଣ୍ଟର୍ରେ ନିଶା ମାଫିଆ ଶେଖ୍ ଜାମସେଦ୍ର ଗୋଡ଼ରେ ଦୁଇଟି ଗୁଳି ବାଜିିଛି । ଗୁରୁତର ଅବସ୍ଥାରେ ଜାମସେଦ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି । ଶେଖ ଜାମସେଦ ନିକଟରୁ ୨୦ ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ କରାଯାଇଛି । Post navigation ଅମୃତ ଷ୍ଟେସନ ଯୋଜନା ଅଧୀନରେ ଓଡ଼ିଶାର ପ୍ରମୁଖ ଷ୍ଟେସନର ହେବ ନବୀକରଣ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ପାଇଁ ଜାରି ହେଲା ଟ୍ରାଫିକ୍ କଟକଣା