ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ନେଇ ବାଟ ଫିଟିଲା। ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ଅନୁମତି ଦେଇଛି। ୧୫୨୪ ହେକ୍ଟର ଜଙ୍ଗଲ ଜମିର ଅଣ ଜଙ୍ଗଲ ବ୍ୟବହାର ପାଇଁ ଅନୁମତି ମିଳିଲା। ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନା ଜଙ୍ଗଲ ଅନୁମତି ପାଇଁ ଅପେକ୍ଷା କରିଥିଲା।

ବୃତଙ୍ଗ ଜଳସେଚନ ପ୍ରକଳ୍ପ ହେଲେ ୨୩,୦୦୦ ହେକ୍ଟର ଜମିକୁ ଜଳସେଚନ ବ୍ୟବସ୍ଥା ହୋଇପାରିବ। ଏହାଦ୍ୱାରା ଚାଷୀ ଉପକୃତ ହେବେ।

Leave a Reply

Your email address will not be published. Required fields are marked *