ବଢ଼ିଲା ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍ଅପ୍ ଅବଧି । ମେ’ ୨୫ ତାରିଖ ଯାଏଁ ଅବଧି ବଢ଼ାଇଲା ବୋର୍ଡ । ଆଜି ସରୁଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ଫର୍ମ ଫିଲ୍ଅପ୍ ଅବଧି । ଏ ନେଇ ବିଜ୍ଞପ୍ତି ଜାରି ହୋଇଛି। ରାଜ୍ୟ ସାରା ହାଇସ୍କୁଲର ପ୍ରଧାନ ଶିକ୍ଷକମାନଙ୍କ ଅନୁରୋଧ ପରେ ଏହି ବୃଦ୍ଧି କରାଯାଇଛି। Post navigation NTA Chief summoned by Parliamentary Panel over NEET Paper Leak Case