ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ବଜେଟରେ ଓଡ଼ିଶାର ଜନସାଧାରଣଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦେଇଛନ୍ତି।ମୁଖ୍ଯମନ୍ତ୍ରୀ ସ୍ବାସ୍ଥ୍ଯ ସେବା ମିଶନ ପାଇଁ ୨୪୬୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଆଗରୁ ରାଜ୍ୟରେ ଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାମ ପରିବର୍ତ୍ତନ କରି ଏହି ଯୋଜନାର ନାମ ଆୟୁଷ୍ମାନ ଯୋଜନା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ । ଏହି ଯୋଜନାରେ ସରକାରୀ ଓ ବେସରକାରୀ ହସ୍ପିଟାଲରେ କ୍ୟାସ୍ଲେସ୍ ସେବା କରାଯିବ । Post navigation ଓଡ଼ିଶା ବଜେଟ୍: ଅନାଥ ଶିଶୁଙ୍କ ପାଇଁ ଲାଗୁହେବ ନୂଆ ଯୋଜନା ଯଶୋଦା ଓଡ଼ିଶା ବଜେଟ୍: ମୋ ସ୍କୁଲ ଯୋଜନାର ନାଁ ବଦଳି ହେଲା ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ