ଭୁବନେଶ୍ୱର: ଫେବୃଆରୀ ୫ରୁ ବିଧାନସଭା ଅଧିବେଶନ । ଏହି ଅଧିବେଶନ ସମୟରେ ଆଗତ ହେବ କାମଚଳା ବଜେଟ୍ । ଅଧିବେଶନ ଫେବୃଆରୀ ୫ରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ବିଧାନସଭା ପକ୍ଷରୁ ସୂଚନା ଦିଆଯାଇଛି ।

ଫେବୃଆରୀ ୫ ରେ କାମଚଳା ବଜେଟ ଉପସ୍ଥାପନ କରିପାରନ୍ତି ଅର୍ଥମନ୍ତ୍ରୀ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ରାଜ୍ୟ ସରକାର ଏହି ବଜେଟରେ ମହିଳା ଓ ଚାଷୀଙ୍କୁ ଫୋକସ କରିବା ସମ୍ଭାବନା ରହିଛି । କୁହାଯାଉଛି ଯେ ସରକାରରେ ଚାଷୀଙ୍କୁ ମିଳୁଥିବା ସୁବିଧାକୁ ବଢାଇ ପାରନ୍ତି ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *