Budget session of Parliament from January 31

ସଂସଦର ବଜେଟ୍‍ ଅଧିବେଶନ ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ପ୍ରଥମ ଦିନରେ ଯୁଗ୍ମ ଅଧିବେଶନ ଅନୁଷ୍ଠିତ ହେବ ।

ଏହିଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ସଦନର ସଦସ୍ୟଙ୍କୁ ମିଳିତ ଭାବେ ସମ୍ବୋଧିତ କରିବେ । ଫେବୃଆରୀ ୧ ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ ।

ପ୍ରଥମ ପର୍ଯ୍ୟାୟ ଅଧିବେଶନ ଜାନୁଆରୀ ୩୧ ତାରିଖରୁ ଆରମ୍ଭ ହୋଇ ଫେବୃଆରୀ ୧୩ ଯାଏଁ ଚାଲିବ ଏବଂ ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୦ ରୁ ଆରମ୍ଭ ହୋଇ ଏପ୍ରିଲ୍ ୪ ରେ ଶେଷ ହେବ ।

By Nirvay

Leave a Reply

Your email address will not be published. Required fields are marked *