ରଥଯାତ୍ରା ପାଇଁ ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ ବସ୍। କେବଳ ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା । ସମସ୍ତ ୩୧୪ ବ୍ଲକରୁ ପୁରୀକୁ ବସ୍‌ ଚାଲିବ ବୋଲି ପରିବହନ ମନ୍ତ୍ରୀ କହିଛନ୍ତି। ଏହି ବୈଠକରେ ବିଭିନ୍ନ ପ୍ରକାର ତର୍ଜମା ହୋଇଛି ଓ ନିଷ୍ପତ୍ତି ନିଆଯାଇଛି ।

Leave a Reply

Your email address will not be published. Required fields are marked *